ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଶିଳାନ୍ୟାସ କରି ଏହାକୁ ଶହୀଦ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରିଛନ୍ତି।

Spread the love

ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ରାଉରକେଲାରେ ଦେଶର ସର୍ବବୃହତ ହକି ଷ୍ଟାଡିୟମର ଶିଳାନ୍ୟାସ କରି ଏହାକୁ ଶହୀଦ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରିଛନ୍ତି।

ଏହି ଷ୍ଟାଡିୟମ ଯୁବ ସମାଜକୁ ପ୍ରେରଣା ଯୋଗାଇବା ସହ ବଡ଼ ସ୍ୱପ୍ନ ଦେଖିବା ଏବଂ ବଡ଼ କାମ କରିବା ପାଇଁ ଉତ୍ସାହ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ସୁନ୍ଦରଗଡ଼ର ଜୟନ୍ତୀ ଏକ୍କାଙ୍କୁ ଆଦର୍ଶ ଭାବେ ଦର୍ଶାଇ ବିକାଶମୂଳକ କାର୍ଯ୍ୟରେ ସହଯୋଗ ପାଇଁ ଜିଲ୍ଲାର ମିଶନ ଶକ୍ତି ମା’ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ରାଉରକେଲାକୁ ଆଶାର ସହର ଭାବେ ବର୍ଣ୍ଣନା କରି ବିକାଶର ଏହି ଧାରାକୁ ଜାରି ରଖିବା ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। #NaveenForSundargarh – Src CMO Odisha


Proud Odia

No comments.

Leave a Reply