କୃଷି ପ୍ରଦର୍ଶନୀ ମାର୍ଚ୍ଚ ୧୫ ତାରିଖରୁ ମାର୍ଚ୍ଚ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ

Spread the love

ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ରାଜ୍ୟସ୍ତରୀୟ କୃଷି ମହାକୁମ୍ଭ ଓ ଜିଲ୍ଲାସ୍ତରୀୟ କୃଷି ପ୍ରଦର୍ଶନୀର ଉଦଘାଟନ କରିବାକୁ ଯାଉଛନ୍ତି। ସମନ୍ବିତ ଚାଷ ଓ ଚାଷୀଙ୍କ ବିକାଶ ଲକ୍ଷ୍ୟରେ ଆୟୋଜିତ ଏହି କୃଷି ପ୍ରଦର୍ଶନୀ ମାର୍ଚ୍ଚ ୧୫ ତାରିଖରୁ ମାର୍ଚ୍ଚ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

କୃଷି ପ୍ରଦର୍ଶନୀ ମାର୍ଚ୍ଚ ୧୫ ତାରିଖରୁ ମାର୍ଚ୍ଚ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ


Proud Odia

No comments.

Leave a Reply